Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନା ଆକ୍ରାନ୍ତ, ଟ୍ବିଟ୍‌କରି ଦେଲେ ସୂଚନା

3/10/2021 at 5:27 PM

ଭୁବନେଶ୍ବର ୦୩/୧୦ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ଟ୍ବିଟ୍‌ କରି ନିଜେ ପ୍ରତାପ ଷଡଙ୍ଗୀ ସୂଚନା ଦେଇଛନ୍ତି ।

ଟ୍ବିଟ୍‌ କରି ନନା କହିଛନ୍ତି, ‘କରୋନା ଲକ୍ଷଣ ଦେଖାଦେବାରୁ ନିଜର ପରୀକ୍ଷା କରାଇଥିଲି । ରିପୋର୍ଟ ପଜିଟିଭ ଆସିଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସା ପାଇଁ ଭୁବନେଶ୍ବର AIIMSକୁ ଯାଉଛି । ଯେଉଁମାନେ ଗତ କିଛିଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଆଇସୋଲେଟ୍‌ କରି ରଖନ୍ତୁ ଏବଂ ଦରକାର ହେଲେ କରୋନା ପରୀକ୍ଷା କରାଇନିଅନ୍ତୁ । ’

   Related Posts