Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କରୋନା ନେଲା ଜୀବନ: ପରଲୋକରେ ଜେଡିୟୁ ବିଧାୟକ ମେଓ୍ୱାଲାଲ ଚୌଧୁରୀ

19/04/2021 at 8:16 AM

ପାଟଣା ୧୯/୪: ଜୀବନ ନେଉଛି ମହାମାରୀ । ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି ଏହି କିଲର ଭାଇରସ । ବିହାର ପାଟଣାର ଜେଡିୟୁ ବିଧାୟକ ତଥା ପୂର୍ବତନ ଶିକ୍ଷା ମନ୍ତ୍ରୀ ଡାକ୍ତର ମେୱାଲାଲ ଚୌଧୁରୀଙ୍କ ପରଲୋକ ହୋଇଯାଇଛି । ୩ଦିନ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ । ପଜିଟିଭ ଚିହ୍ନଟ ହେବା ପରେ ଜେଡିୟୁ ବିଧାୟକ ନିକଟସ୍ଥ ପାରସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଡାକ୍ତର ମେୱାଲାଲ ଚୌଧୁରୀ ତାରାପୁର ବିଧାନସଭା ଆସନରୁ ଜେଡିୟୁ ବିଧାୟକ ଥିଲେ । 

ସୂଚନାଯୋଗ୍ୟ, ଦେଶରେ କରୋନା ୨ୟ ଲହରରେ ସାଂଘାତିକ ହେବାରେ ଲାଗିଛି । ତେବେ ବିହାରରେ ମଧ୍ୟ କିଛି ଦିନ ହେବ ସଂକମ୍ରିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ କରୋନାର ନୂଆ ନୂଆ ରେକର୍ଡ ବାହାରୁଛି । ରାଜ୍ୟରେ ସଂକ୍ରମଣର ସ୍ଥିତି ଉଦବେଗଜନକ ଥିବାରୁ ସ୍କୁଲ ଓ କଲେଜ ଗୁଡ଼ିକ ବନ୍ଦ ରଖିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । 

   Related Posts