Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||
  • ଦାନା ବାନ୍ଧୁଛି ବାତ୍ୟା : ୫ରେ ଓଡିଶା-ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ !
  • ||
  • ସୋମବାରଠୁ ଶୀତ ଅଧିବେଶନ, ପ୍ରଥମ ଦିନରେ କୃଷି ବିଲ୍ ରବ୍ଦ ନେଇ ଆସିବ ପ୍ରସ୍ତାବ
  • ||

ଥାନା ହାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା : ପୂର୍ବତନ ଥାନା ଅଧିକାରୀ ଶ୍ୟାମଘନ ବେହେରା କଲେ ଆତ୍ମସମର୍ପଣ

3/12/2019 at 3:23 PM

ମହାକାଳପଡା ୩।୧୨: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଥାନାର ପୂର୍ବତନ ଥାନା ଅଧିକାରୀ ଶ୍ୟାମଘନ ବେହେରା ଆଜି ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।

୨୦୧୮ ମସିହା ଅଗଷ୍ଟ ମାସରେ ମହାକାଳପଡ଼ା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିବାର ଅଭିଯୋଗ ହୋଇଥିଲା । ମୃତ ଅଭିଯୁକ୍ତ ଅବିନାଶ ପାଇଟାଲକୁ ଥାନା ଅଧିକାରୀ ମାରି ଦେଇଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ ।

ତେବେ ଅଭିଯୋଗ ପରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରା ଫେରାର ହୋଇଯାଇଥିଲେ । ଆଜି ଆତ୍ମସମର୍ପଣ ପରେ ଏସଡିଜେଏମ କୋର୍ଟରେ ଶ୍ୟାମଘନ ବେହେରାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି । ସେ ଉପର କୋର୍ଟରେ ପୁନର୍ବାର ଜାମିନ ଆବେଦନ କରିଛନ୍ତି ।

   Related Posts