Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଦ୍ବିତୀୟ ଥର ପାଇଁ ପିତା ହେଲେ ପୂର୍ବତନ କ୍ରିକେଟର ହରଭଜନ ସିଂହ, ପୁତ୍ର ସନ୍ତାନ ଜନ୍ମ ଦେଲେ ପତ୍ନୀ ଗୀତା ବସରା

10/07/2021 at 2:42 PM

ନୂଆଦିଲ୍ଲୀ ୧୦/୦୭ : ଭାରତୀୟ କ୍ରିକେଟ ଟିମର ପୂର୍ବତନ ଖେଳାଳୀ ହରଭଜନ ସିଂହ ପୁଣି ଥରେ ପିତା ହୋଇଛନ୍ତି । ହରଭଜନଙ୍କ ପତ୍ନୀ ତଥା ଅଭିନେତ୍ରୀ ଗୀତା ବସ୍‌ରା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଟିମ ଇଣ୍ଡିଆରେ ଟର୍ବାନେଟର ନାଁରେ ପରିଚିତ ହରଭଜନ ସିଂହ ଶନିବାର ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ଏହି ଖୁସି ଖବର ଦେବା ସହିତ କ୍ୟାପସନ୍‌ରେ ଲେଖିଛନ୍ତି, ‘ପୁତ୍ର ସନ୍ତାନର ଜନକ ହେବାର ଆଶୀର୍ବାଦ ମିଳିଛି । ଭଗବାନଙ୍କୁ ଧନ୍ୟବାଦ।’

ଭଜି ଏବଂ ତାଙ୍କ ପତ୍ନୀ ଗୀତାଙ୍କର ହିନାୟା ଏକ ଝିଅ ରହିଛି । ହିନାୟାଙ୍କ ଜନ୍ମ ୨୦୧୬ରେ ହୋଇଥିଲା । ଏବେ ଜୁଲାଇ ୧୦ ଅର୍ଥାତ ଶନିବାର ଆଉ ଏକ ପୁତ୍ର ସନ୍ତାନର ମାତାପିତା ହୋଇଛନ୍ତି ସିଂ ଦମ୍ପତ୍ତି । ହରଭଜନ ଏବଂ ଗୀତାଙ୍କର ବିବାହ ୨୦୧୫ ମସିହା ଅକ୍ଟୋବର ୨୯ ତାରିଖରେ ହୋଇଥିଲା ।

   Related Posts