Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ସିଲଭିଓ ବର୍ଲୁସ୍କୋନି କରୋନାରେ ସଂକ୍ରମିତ : ହସ୍ପିଟାଲରେ ଭର୍ତ୍ତି

4/09/2020 at 6:33 PM

ରୋମ୍ ୪/୯: ଦେଶବ୍ୟାପି କରୋନା ମହାମାରୀର ପ୍ରକୋପ ଏବେ ବି ଜାରି ରହିଛି। ଲଗାତାର ବର୍ଦ୍ଧିତ ସଂକ୍ରମଣ ଯୋଗୁଁ ସବୁ ବର୍ଗର ଲୋକେ ଏହା ଦ୍ବାରା ପ୍ରଭାବିତ ହେଉଛନ୍ତି। ବର୍ତ୍ତମାନ ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ସିଲଭିଓ ବର୍ଲୁସ୍କୋନି ଏହା କବଳରେ ଆସି ଯାଇଛନ୍ତି।

କୋଭିଡ-୧୯ରେ ସଂକ୍ରମିତ ହେବା ପରେ ୮୩ବର୍ଷ ବୟସ୍କ ବର୍ଲୁସ୍କୋନିଙ୍କୁ ଡାକ୍ତରଙ୍କ ନିରୀକ୍ଷଣରେ ରଖିବା ପାଇଁ ଶୁକ୍ରବାର ସକାଳେ ମିଲାନର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ରାଜନୈତିକ ପାର୍ଟି ତରଫରୁ ବୟାନରେ କୁହାଯାଇଛି ଯେ ସେ ପୂରାପୂରି ଠିକ୍ ଅଛନ୍ତି।

   Related Posts