Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ବନ୍ଧାହେଲେ ୪ ଜଣିଆ ଡକାୟତ ଗ୍ୟାଙ୍ଗ୍

18/10/2021 at 12:40 PM

କଟକ ୧୮।୧୦: ବ୍ୟବସାୟୀ କ୍ଷୀରୋଦ ସାହୁଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣାରେ ୪ ଜଣିଆ ଡକାୟତ ଗ୍ୟାଙ୍ଗ୍ କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ । ଦୁଇ ଦିନ ତଳେ ଏହି ଗ୍ୟାଙ୍ଗର ମୁଖ୍ୟ ରାକାକୁ ଏନକାଉଣ୍ଟର କରିଥିଲା ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ କୁଖ୍ୟାତ ଡକାୟତ ସାଗର ମାଲିକ ରହିଥିବା ଜଣାପଡିଛି ।

ଗତ ସେପ୍ଟେମ୍ବର ୯ ତାରିଖରେ ବ୍ୟବସାୟୀଙ୍କୁ ଗୁଳି କରି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିଲା । ଏନେଇ ସାମ୍ବାଦିକ ସମ୍ମିଳନୀରେ କଟକ ଜୋନ୍-୬ ଏସିପି ଚନ୍ଦନ ଘଡେଇ ସୂଚନା ଦେଇଛନ୍ତି ।

   Related Posts