Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଚୋରା ଚାଲାଣ ବେଳେ ପ୍ରାୟ କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

12/05/2020 at 10:07 AM

ମାଲକାନଗିରି ୧୨।୫: ମାଲକାନଗିରି ଜିଲ୍ଲାରୁ ଛତିଶଗଡକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଓର୍କେଲ ଥାନା ପୋଲିସ ହାତରେ ଧରାପଡିଛି ଏକ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ଗ୍ୟାଙ୍ଗ୍ । ଗ୍ୟାଙ୍ଗର ମୁଖ୍ୟ ଅଜୟ ମଣ୍ଡଳଙ୍କ ସହ ୪ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ବାଲିମେଳା ଅଞ୍ଚଳର ବୋଲି ଜଣାପଡିଛି ।

ଏକ ପିକଅପ ଭ୍ୟାନରେ ଧାନ ବସ୍ତା ନେଉଥିବା ବାହାନାରେ ୬୦ ବସ୍ତା ଗଞ୍ଜେଇ ଚାଲାଣ କରୁଥିଲେ । ତେବେ ପୋଲିସ ଏହାକୁ ଯାଞ୍ଚ କରିବା ପରେ ସେଥିରୁ ପ୍ରାୟ ଦୁଇ ହଜାର କେଜି ଗଞ୍ଜେଇ ବାହାରିଥିଲା ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ମାଲକାନଗିରି ଏସପି କହିଛନ୍ତି ।

   Related Posts