Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

୨ କୋଟି ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କ ସମେତ ୪ ଗିରଫ

10/11/2018 at 9:13 PM

ଭୁବନେଶ୍ୱର ୧୦/୧୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ହୋଇଥିବା ୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କ ସମେତ ୪ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ହୋଇଥିବା ଅନ୍ୟ ୩ଜଣ ହେଲେ ବିକ୍ରମ ପ୍ରଧାନ, ରାଜଲକ୍ଷ୍ମୀ ପ୍ରଧାନ ଏବଂ ମଦନ ମୋହନ ପ୍ରଧାନ । ଏହି ୩ ଜଣ ଜାଲ୍ କାଗଜପତ୍ର ଦେଇ ହାଇଓ୍ୱା, ସ୍କର୍ପିଓ ଓ ଅନ୍ୟ ଗାଡ଼ି କିଣିବା ଲାଗି ବ୍ୟାଙ୍କରୁ ୨ କୋଟି ଟଙ୍କାର ଋଣ ହଡ଼ପ କରି ନେଇଥିଲେ । ଏହି ଋଣ ଅନୁମୋଦନ କରିଥିଲେ ତତ୍କାଳୀନ ବ୍ୟାଙ୍କ ମ୍ୟାନେଜର ପ୍ରସନ୍ନ କୁମାର ଜେନା । ଗ୍ରାମ୍ୟ ବ୍ୟାଙ୍କର ରିଜିଓନାଲ ମ୍ୟାନେଜରଙ୍କ ଅଭିଯୋଗ କ୍ରମେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ମାମଲା ରୁଜୁ କରି ତଦନ୍ତ କରୁଥିଲା । ଆଜି ଏହି ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରାଯାଇଛି ।

   Related Posts