Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ରାଜ୍ୟସଭା ପାଇଁ ନାମାଙ୍କନ : ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

11/03/2020 at 11:04 AM

ଭୁବନେଶ୍ବର ୧୧।୩:  ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ବିଜେଡିର ୪ ପ୍ରାର୍ଥୀ । ରାଜ୍ୟସଭା ନିର୍ବାଚନରେ ବିଜେଡି ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି । ଏମାନେ ବିଧାନସଭାର ନୂଆ କନଭେନସନ ହଲରେ ରାଜ୍ୟସଭା ନିର୍ବାଚନ ଅଧିକାରୀଙ୍କ ନିକଟରେ ଏମାନେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ, ବିଜେଡିର ନେତା ଓ ମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରାଯାଇଛି ।

ବର୍ତ୍ତମାନ ସୁଧା ବିଜେପି କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରିନି । ୧୩ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି । ଯଦି ବିଜେପି ପ୍ରାର୍ଥୀ ନଦିଏ ତେବେ ବିଜେଡିର ୪ଜଣ ଯାକ ପ୍ରାର୍ଥୀ ନିଦ୍ବନ୍ଦ୍ବରେ ନିର୍ବାଚିତ ହେବେ । ଆଉ ନିର୍ବାଚନ ହେବ ନାହିଁ । ଅନ୍ୟପଟେ କଂଗ୍ରେସ ସଂଖ୍ୟା ଦୃଷ୍ଟିରୁ ରାଜ୍ୟସଭାରେ କୌଣସି ପ୍ରାର୍ଥୀ ଦେବନି ବୋଲି ଘୋଷଣା କରିସାରିଛି ।

   Related Posts