Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଗୋରୁ ପଲ ଉପରେ ଚଢିଗଲା ଟ୍ରକ୍ : ୪ ଗାଈ ସହ ଜଣଙ୍କର ମୃତ୍ୟୁ, ଅନ୍ୟ ଜଣେ ଗୁରୁତର

9/12/2021 at 10:09 AM

କେନ୍ଦୁଝର ୯।୧୨: ଗୋରୁ ପଲ ଉପରେ ଚଢିଗଲା ଟ୍ରକ୍ । ଦୁର୍ଘଟଣାରେ ଗୋରୁ ନେଇ ଯାଉଥିବା ଜଣେ ମୃତ ଓ ଜଣେ ଗୁରୁତର । ୪ ଗାଈ ମୃତ ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଠାକୁରଡିହି ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଗୋରୁ ପଲ ନେଇ ଯାଉଥିବା ଲୋକ ସହ ଗୋରୁଙ୍କ ଉପରେ ମାଡିଗଲା ଟ୍ରକ୍ । ଘଟଣାସ୍ଥଳରେ ଗୋରୁ ନେଇ ଯାଉଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । ଦୁର୍ଘଟଣାରେ ୪ ଗାଈଙ୍କ ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ସଦର ଥାନା ପୋଲିସ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts