Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

23/10/2021 at 9:28 AM

ଭୁବନେଶ୍ୱର ୨୩।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୯୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୪୫୧୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts