Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

6/11/2021 at 10:48 AM

ଭୁବନେଶ୍ୱର ୦୬।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୦୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts