Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଆଟ୍ ରିସ୍କ ଦେଶରୁ ଆସିଥିବା ୯୮୨ ଜଣଙ୍କ ମଧ୍ୟରୁ ୪ ପଜିଟିଭ୍ ଚିହ୍ନଟ, ଜେନମ୍ ସିକ୍ୟୁଏନ୍ସିଂ ପାଇଁ ପଠାଗଲା ନମୂନା

8/12/2021 at 11:05 AM

ଭୁବନେଶ୍ବର ୮।୧୨: ଓଡିଶାରେ ଦେଖାଦେଲା ଓମିକ୍ରନ୍ ଭୟ । ଆଟ୍ ରିସ୍କ ଦେଶରୁ ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ୪ ଜଣଙ୍କ ନମୁନା ଜେନମ୍ ସିକ୍ୟୁଏନ୍ସିଂ ପାଇଁ ପଠାଯାଇଛି । ତେବେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଆଟ୍ ରିସ୍କ ଦେଶରୁ ୯୮୨ ଜଣ ଆସିଛନ୍ତି । ଏ ନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।

ବିଦେଶ ଫେରାନ୍ତଙ୍କୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ ବୋଲି ନିରଞ୍ଜନ ମିଶ୍ର କହିଛନ୍ତି । ସେମାନେ ଫେରାର ନାହାନ୍ତି । କିଛି ଲୋକ ଫୋନ୍ ଉଠାଉ ନାହାନ୍ତି । ସ୍ବାସ୍ଥ୍ୟକର୍ମୀମାନେ ଗାଁ ଗାଁ ବୁଲି ସେମାନଙ୍କୁ ଟ୍ରେସ୍ କରିବା କାମରେ ଲାଗିଛନ୍ତି । ଯଦି ତୃତୀୟ ଲହର ଆସେ, ମୁକାବିଲା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ପ୍ରଥମ ଓ ଦ୍ବିତୀୟ ଲହରରୁ ରାଜ୍ୟ ଅନେକ ଶିକ୍ଷା ପାଇଛି  ବୋଲି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts