Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଅପରେସନ୍ ନୀଳ ଜହର : ୪କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

8/12/2021 at 10:13 AM

ବାଲିଗୁଡା ୮।୧୨: କନ୍ଧମାଳ ଜିଲ୍ଲା କ.ନୂଆଗାଁ ଥାନା ଅଞ୍ଚଳରେ ପୁଣି ଅପରେସନ ନୀଳ ଜହର । କ.ନୂଆଗାଁ ଥାନା ଅନ୍ତର୍ଗତ ସାଇନପଡା ପଞ୍ଚାୟତର ଜାରଙ୍ଗା ଗାଁରେ ୪୦ ଏକର ସରକାରୀ ଜମି ଓ ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇକୁ ମଙ୍ଗଳବାର ଦିନ ପୋଲିସ ଓ ଅବକାରୀ ବିଭାଗ ମିଳିତ ଅପରେସନ କରି କାଟି ନଷ୍ଟ କରିଛି ।

ଏହାର ଆନୁମାନିକ ମୂଲ୍ୟ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଥାନା ଅଧିକାରୀ ଶ୍ରୀନିବାସ ସାମଲ ପ୍ରକାଶ କରିଛନ୍ତି । ମିଳିତ ଅପରେସନ ନୀଳ ଜହରରେ ପୋଲିସ ଅବକାରୀ ବିଭାଗ କର୍ମଚାରୀ ସମେତ ତହସିଲଦାର ଓ ରାଜସ୍ବ କର୍ମଚାରୀ ଉପସ୍ଥିତ ଥିଲେ ।

   Related Posts