Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବୋଲେରୋ-ବସ୍ ମୁହାଁମୁହିଁ ଧକ୍କା : ୪ ମୃତ, ୬ ଆହତ

24/12/2019 at 7:04 AM

ଅନୁଗୋଳ ୨୪।୧୨: ଶ୍ରୀକ୍ଷେତ୍ର ଯାତ୍ରା ହେଲା ଶେଷଯାତ୍ରା । ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜଲଙ୍ଗ ନିଟକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜଲଙ୍ଗ ନିଟକରେ ଯାତ୍ରୀବାହୀ ବସ୍ ସହ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବୋଲେରୋରେ ଥିବା ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗାଡିରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛନ୍ତି । ଆହତମାନଙ୍କୁ ଅନୁଗୋଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସମସ୍ତ ମୃତାହତଙ୍କ ଘର ଛତିଶଗଡରେ ବୋଲି ଜଣାପଡିଛି । ବୋଲେରୋ ଯୋଗେ ଛତିଶଗଡରୁ ପୁରୀ ଶ୍ରୀକ୍ଷେତ୍ର ଅଭିମୁଖେ ଆସୁଥିଲେ ।

   Related Posts