Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ, ଜଣେ ଗୁରୁତର

3/11/2019 at 10:40 AM

ଆନ୍ଧ୍ର ପ୍ରଦେଶ ୩।୧୧: ଆଜି ଆନ୍ଧ୍ର ପ୍ରଦେଶ  କୃର୍ଷ୍ଣା ଜିଲ୍ଲାର ଗାରିକାପାଡୁ ଚେକପୋଷ୍ଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ହାଇଦ୍ରାବାଦରୁ ବିଜୟାଓ୍ବାଡା ଯାଉଥିବା ସମୟରେ ନିୟନ୍ତ୍ରଣ ହରାଇ ବିପରୀତ ଦିଗରୁ ଆସୁଥିବା ଏକ ଅଟୋ ସହିତ ମୁହାଁମୁହିଁ ଦୁର୍ଘଟଣା ହୋଇଥିଲା । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା  ବେଳେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତି ମୃତ୍ୟୁ  ହୋଇଛି । ଗୁରୁତର ଥିବା ବ୍ୟକ୍ତିଙ୍କ ଚିକିତ୍ସା ଜାରି ରହିଛି

   Related Posts