ହୀରାକୁଦ ଜଳଭଣ୍ଡାରର ୬ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | September 15, 2021 IST

ସମ୍ବଲପୁର ୧୫/୦୪: ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ । ବାମପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.