Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

15/09/2021 at 8:34 AM

ସମ୍ବଲପୁର ୧୫/୦୪: ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ । ବାମପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

   Related Posts