Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଭୟାବହ ଅଗ୍ନିକାଣ୍ଡ : ୪ବଖରା ଘର ସହ ୪ଟି ଗାଈ ଓ ୮ଟି ଛେଳି ଜୀବନ୍ତ ଦଗ୍ଧ

18/09/2019 at 10:06 AM

ମାର୍ଶାଘାଇ ୧୮।୯: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ୍ ଆଙ୍କୋ ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡରେ ୪ ବଖରା ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ନିଆଁରେ ପୋଡି ହୋଇ ୪ଟି ଗାଈ ଓ ୮ ଟି ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts