Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୪ବଖରା ଘର, ପ୍ରାୟ ୫ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ

6/03/2021 at 3:40 PM

ଭଦ୍ରକ ୬।୩: ଭଦ୍ରକ ଜିଲ୍ଲା କାଣ୍ଡବାରେ ଅଗ୍ନିକାଣ୍ଡ ହୋଇ ଜଳିଗଲା ୪ ବଖରା । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଗୋପୀନାଥପୁର ଗ୍ରାମ ପଞ୍ଚାୟତର କାଣ୍ଡବା ଗ୍ରାମରେ ଦିନ ସମୟରେ ଅଗ୍ନିକାଣ୍ଡରେ ଘର ଜଳିଯାଇଛି । କାଣ୍ଡବା ଗ୍ରାମର ଭାଗବତ ଜେନା, ବ୍ରଜକିଶୋର ଜେନା, ଅଭିମନ୍ୟୁ ଜେନା ଓ ମୋହନ ଜେନାଙ୍କ ୪ ବଖରା ଘର ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି ।

ଖବର ପାଇ ଆଗରପଡା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିଶମ ବାହିନୀର ପ୍ରଚେଷ୍ଟାରେ ଗ୍ରାମର ଅନ୍ୟ କେଉଁଠିକୁ ନିଆଁ ବ୍ୟାପୀ ପାରି ନଥିଲା । ଘରେ ଥିବା ଟଙ୍କା ପଇସା, ବାସନ କୁସନ, ଆସବାବପତ୍ର,  ଧାନ ଚାଉଳ ଆଦି ୪ରୁ ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ନେଇ ସୂଚନା ମିଳିଛି । ଅଗ୍ନିକାଣ୍ଡ ପରେ ସରପଞ୍ଚଙ୍କ ସହ ଅନ୍ୟ ଲୋକ ପ୍ରତିନିଧି ଗାଁରେ ପହଞ୍ଚିଥିବା ସୂଚନା ମିଳିଛି ।

   Related Posts