Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଅଗ୍ନିକାଣ୍ଡରେ ୪ ବଖରା ଘର ଭସ୍ମୀଭୂତ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

10/10/2019 at 2:43 PM

ସୋର ୧୦।୧୦: ବାଲେଶ୍ଵର ଜିଲ୍ଲା ସୋର ବ୍ଲକ୍ ରସାଳପୁର ଗ୍ରାମରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ୪ବଖରା ଘର ଭସ୍ମୀଭୂତ ହୋଇଛି । ରସାଳପୁର ଗ୍ରାମର ଗଙ୍ଗାଧର ଜେନା ଓ ମଧୁସୂଦନ ଜେନା ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଅଚାନକ ଘର ନିଆଁ ଲାଗି ଯାଇଥିଲା । ପଡୋଶୀ ଲୋକ ଦେଖି ଦୁଇ ପରିବାରକୁ ଡାକିଥିଲେ । ଯାହାଫଳରେ ଦୁଇ ପରିବାରଲୋକ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତି ଯାଇଥିଲେ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି । ଅଗ୍ନିକାଣ୍ଡରେ ଦୁଇ ପରିବାରର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି ।

   Related Posts