Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା, ୪ ଗୁରୁତର

28/04/2019 at 1:20 PM

କୃଷ୍ଣପ୍ରସାଦ ୨୮|୪: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍‌ର କନ୍ଦାଖାଇ ରୋଡ୍ ସଂଖ ନିକଟରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣା ଫଳରେ ଚାରି ଜଣ ଗୁରୁତର ହୋଇଛନ୍ତି । ବାଇକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ଭାରସାମ୍ୟ ହରାଇ ରୋଡ୍ ତଳକୁ ଟ୍ରାକ୍ଟର ଖସିପଡିଥିଲା । ଫଳରେ ଚାରି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । 

   Related Posts