ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା, ୪ ଗୁରୁତର

Published By : Prameya-News7 Bureau | April 28, 2019 IST

କୃଷ୍ଣପ୍ରସାଦ ୨୮|୪: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍‌ର କନ୍ଦାଖାଇ ରୋଡ୍ ସଂଖ ନିକଟରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣା ଫଳରେ ଚାରି ଜଣ ଗୁରୁତର ହୋଇଛନ୍ତି । ବାଇକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ଭାରସାମ୍ୟ ହରାଇ ରୋଡ୍ ତଳକୁ ଟ୍ରାକ୍ଟର ଖସିପଡିଥିଲା । ଫଳରେ ଚାରି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.