Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର

27/01/2021 at 9:23 AM

ଭୁବନେଶ୍ବର ୨୭।୧: ଅଟୋକୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ୪ ଗୁରୁତର । ଗୁରୁତରଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର କ୍ଲବ୍ ପଛପାଖ ରାସ୍ତାରେ ଦୁର୍ଘଟଣା ହୋଇଛି । ଅଟୋକୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରୁ ରଞ୍ଜନ ନାୟକଙ୍କ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି । ଅଟୋରେ ମୋଟ୍ ୫ ଜଣ ଯାତ୍ରୀ ଥିଲେ ।

   Related Posts