ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର

Published By : Prameya-News7 Bureau | January 27, 2021 IST

ଭୁବନେଶ୍ବର ୨୭।୧: ଅଟୋକୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ୪ ଗୁରୁତର । ଗୁରୁତରଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର କ୍ଲବ୍ ପଛପାଖ ରାସ୍ତାରେ ଦୁର୍ଘଟଣା ହୋଇଛି । ଅଟୋକୁ ଧକ୍କା ଦେଲା କାର୍‌ । ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରୁ ରଞ୍ଜନ ନାୟକଙ୍କ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି । ଅଟୋରେ ମୋଟ୍ ୫ ଜଣ ଯାତ୍ରୀ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.