Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଜମିବାଡିକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ, ୪ ସଦସ୍ୟ ଆହତ : ଥାନାରେ ଏତଲା

4/10/2021 at 1:19 PM

ବାଙ୍କୀ ୪।୧୦: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଗୋପାଳପୁର ଶଗଡିଆ ସାହିରେ ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଉଭୟ ପରିବାରର ୪ ଜଣ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଏ ନେଇ ବାଙ୍କୀ ଥାନାରେ ଏତଲା ଦାୟର ହୋଇଛି ।

ଘଟଣାରୁ ପ୍ରକାଶ ଯେ ଗୋପାଳପୁର ଶଗଡିଆ ସାହିର ବିଶ୍ବନାଥ ମହାରଣା ଓ ପ୍ରଭାତ ମହାରଣାଙ୍କ ମଧ୍ୟରେ ନିଜ ଘରକୁ ଯିବା ଆସିବା ବାଟକୁ ନେଇ ପାଟିତୁଣ୍ଡ ପରେ ହଣାକଟା ହୋଇଥିଲା । ଉଭୟ ପରିବାରର ୪ ସଦସ୍ୟ ଆହତ ହୋଇଛନ୍ତି । ମେଡିକାଲରେ ଚିକିତ୍ସା ହୋଇ ସୁସ୍ଥ ଥିବାବେଳେ ଥାନାରେ ନ୍ୟାୟ ପାଇଁ ଦ୍ବାରସ୍ଥ ହୋଇଛନ୍ତି ।

   Related Posts