Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରାଜଧାନୀରୁ ୪ ଲୁଟେରା ଗିରଫ : କାର୍, ବାଇକ୍, ସୁନାଗହଣା ସହ ମାରଣାସ୍ତ୍ର ଜବତ

16/07/2019 at 4:02 PM

ଭୁବନେଶ୍ବର ୧୬|୭: ରାଜଧାନୀରୁ ୪ ଲୁଟେରା ଗିରଫ ହୋଇଛନ୍ତି । ୪ ଲୁଟେରାଙ୍କୁ ଗିରଫ କରିଛି କମିଶନଟେର୍ ପୋଲିସର ସ୍ପେଶାଲ ସ୍କ୍ବାର୍ଡ । ଏ ନେଇ ଭୁବନେଶ୍ବର ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତ ହେଲେ ଗଣେଶ ପୂର୍ତ୍ତି, ସେକ୍ ସଦ୍ଦାମ ହୁସେନ, ମଲାର ନାୟକ ଏବଂ ପ୍ରଦୀପ କୁମାର ସାହୁ ।

ଗିରଫ ଲୁଟେରାଙ୍କ ନିକଟରୁ ଗୋଟିଏ ମାଉଜର, ୩ ରାଉଣ୍ଡ ଗୁଳି, କାର୍, ୪ଟି ବାଇକ୍, ସୁନାଗହଣା ଓ ମାରଣାସ୍ତ୍ର ଜବତ ହୋଇଛି । ଏମାନେ ଶହୀଦନଗର, ବଡଗଡ, ମଞ୍ଚେଶ୍ବର, ଖଣ୍ଡଗିରି ଓ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଲୁଟପାଟ୍ କରୁଥିଲେ । ଏମାନଙ୍କ ନାଁରେ ବହୁ ଅପରାଧିକ ମାମଲା ରହିଛି ।

   Related Posts