Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଡଙ୍ଗା ବୁଡି ୪ ପ୍ରବାସୀଙ୍କ ମୃତ୍ୟୁ, ୨୧ ଜଣ ନିଖୋଜ

16/10/2021 at 3:10 PM

ନୂଆଦିଲ୍ଲୀ ୧୬/୧୦: ଦକ୍ଷିଣ ସ୍ପେନର କାଡିଜ୍ ଅଞ୍ଚଳରେ ଏକ ଡଙ୍ଗା ବୁଡ଼ିଯିରୁ ଚାରିଜଣ ପ୍ରବାସୀଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ନିଖୋଜ ଅଛନ୍ତି। ସ୍ପେନର ଉଦ୍ଧାର ସେବା ବିଭାଗ ଦ୍ୱାରା ଏହି ସୂଚନା ଦିଆଯାଇଛି। ବିଭାଗର ମୁଖପାତ୍ର କହିଛନ୍ତି, ନିଖୋଜ ପ୍ରବାସୀମାନଙ୍କୁ ଖୋଜା ଚାଲିଛି। ଡଙ୍ଗାରେ ସମୁଦାୟ ୨୮ ପ୍ରବାସୀ ଥିଲେ, ସେଥିମଧ୍ୟରୁ ତିନିଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ ଅନ୍ୟ ୨୧ ଜଣ ନିଖୋଜ ଅଛନ୍ତି।

ମିଳିତ ଜାତିସଂଘର ଶରଣାର୍ଥୀ ଏଜେନ୍ସି ଅନୁଯାୟୀ ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ୨୮,୯୮୨ ରୁ ଅଧିକ ପ୍ରବାସୀ ସମୁଦ୍ର ଦେଇ ସ୍ପେନରେ ପହଞ୍ଚିଛନ୍ତି। ପୂର୍ବ ବର୍ଷ ତୁଳନାରେ ଏହି ସଂଖ୍ୟାରେ ପ୍ରବାସୀ ସଂଖ୍ୟା ୪୧ ପ୍ରତିଶତ ଅଧିକ।

   Related Posts