Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍

27/08/2019 at 8:15 AM

ସମ୍ବଲପୁର ୨୭|୮: ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଖୋଲିଲା । ମୋଟ୍ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୬୫ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୮୮ ହଜାର ୬୭୨ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୧୬ ହଜାର ୮୭୧ କ୍ୟୁସେକ୍‌ ଜଳ । ବାମ ପାର୍ଶ୍ବରେ ୬ଟି  ଓ ଡାହାଣ ପାର୍ଶ୍ବରେ ୪ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି ।

   Related Posts