Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ନବରଙ୍ଗପୁରରେ ଜଣେ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ, ମେଡିକାଲକୁ ସାନିଟାଇଜ୍ କରିବାକୁ ନିର୍ଦ୍ଦେଶ

16/07/2020 at 4:42 PM

ନବରଙ୍ଗପୁର ୧୬।୦୭:  ସାରା ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ପ୍ରତିଦିନ ରାଜ୍ୟରେ ଶତାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି ପ୍ରରିପେକ୍ଷୀରେ ଆଜି  ନବରଙ୍ଗପୁରରେ ପୁଣି ୪ କୋରନା ଆକ୍ରାନ୍ତ ଚିହ୍ନଟ । ଯାହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଛି । ସେହିପରି ୮୮ଜଣ ସୁସ୍ଥ ହୋଇଥିବା ବେଳେ ୪୪ଟି ଆକ୍ଟିଭ୍‌ କେସ୍ ରହିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ନବରଙ୍ଗପୁରସ୍ଥିତ କୋଭିଡ ସେଣ୍ଟରକୁ ପଠାଯାଇଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତ ଯୁବତୀଙ୍କୁ ଭୁବନେଶ୍ୱର ସ୍ଥିତ କୋଭିଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ଜିଲ୍ଲାର ଜଣେ କାର୍ଯ୍ୟରତ ଡାକ୍ତର ମଧ୍ୟ କରୋନା ସଂକ୍ରମଣରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଉକ୍ତ ଡାକ୍ତର କାର୍ଯ୍ୟ କରୁଥିବା ମେଡିକାଲ ଓ ଡାକ୍ତର ରହୁଥିବା ବିନାୟକ ନଗରକୁ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ କଣ୍ଟେନମେଣ୍ଟ ଯୋନ ଭାବେ ଘୋଷଣା କରାଯାଇଛି ।

   Related Posts