Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ଗାଈ ଚୋର ସନ୍ଦହରେ ୪ ଯୁବକଙ୍କୁ ନିର୍ଦ୍ଧୁମ ମାଡ

28/01/2019 at 4:00 PM

କଟକ ୨୮|୧:  ଗାଈ ଚୋର ସନ୍ଦହରେ ୪ ଯୁବକଙ୍କୁ ନିର୍ଦ୍ଧୁମ ମାଡ । ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ କାବୁ କରି ପିଟିଲେ  ବିଡାନାସୀ ବାସିନ୍ଦା । ଗୁରୁତର ଅବସ୍ଥାରେ ସେମାନଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଏହାସହ ଏକ ଟାଟା ସୁମୋ ଗାଡିକୁ ପୋଡି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ । ବିଡାନାସୀ ଥାନାରେ ଏ ନେଇ ମାମଲା ରୁଜୁ ହୋଇଛି । ବିଳମ୍ବିତ ରାତିରେ ବିଡାନାସୀ ବଉଳ ଛକ ନିକଟରେ ସେମାନଙ୍କୁ ପିଟିଥିଲେ ଲୋକେ ।

   Related Posts