Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଦନ୍ତା ହାତୀ ସାଜିଲା ଦାନବ : ଘର ଭାଙ୍ଗିଲା, ଚାରିଜଣଙ୍କୁ ଦଳିଦେଲା, ମୃତକଙ୍କ ମଧ୍ୟରେ ଗୋଟିଏ ପରିବାର ତିନିଜଣ

6/04/2020 at 8:44 AM

ପଦ୍ମପୁର ୦୬।୦୪: ନରହନ୍ତା ନେଲା ଚାରି ଜଣଙ୍କ ଜୀବନ । ବରଗଡ଼ ଜିଲ୍ଲା ପଦ୍ମପୁର  ରାଜାପଡ଼ା  ଅଞ୍ଚଳରେ ହାତୀ ଆକ୍ରମଣରେ ତିନି ଜଣଙ୍କ ମୃତ୍ୟୁ । ସମସ୍ତ ମୃତକ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ତେବେ ଘଟଣାସ୍ଥଳରେ ବନବିଭାଗ ଓ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରାଜାପଡା ଅଞ୍ଚଳର ଏହି  ପରିବାର ସଦସ୍ୟମାନେ ଘରେ ଥିବା ବେଳେ ଘରେ ପଶି ଆକ୍ରମଣ କରିଥିଲା ହାତୀ ।  ଫଳରେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକମାନେ ହେଉଛନ୍ତି ଦ୍ବାରିକାନାଥ ପାଣ୍ଡେ, ମଲେଇ ପାଣ୍ଡେ, ପିଣ୍ଟୁ ପାଣ୍ଡେ । ସେହିପରି ପାଖ ଗାଁରେ ମଧ୍ୟ  ଜଣେ ବ୍ୟକ୍ତିଙ୍କୁ ଆଜି ହାତୀ ମାରିଥିବା ଜଣାପଡ଼ିଛି ।

   Related Posts