Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଫ୍ରାନ୍ସର ବଡ଼ ନିଷ୍ପତ୍ତି : ଜୈସର ମୁଖ୍ୟ ମସୁଦ ଅଜହରଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବ ଫ୍ରାନ୍ସ ସରକାର

15/03/2019 at 1:55 PM

ନୂଆଦିଲ୍ଲୀ ୧୫/୩: ଫ୍ରାନ୍ସ ସରକାର ଜୈସ-ଏ-ମହମ୍ମଦର ମୁଖ୍ୟ ମସୁଦ ଅଜହରଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିଷ୍ପତ୍ତି ନେଇଛି। ଏହା ପୂର୍ବରୁ ଫ୍ରାନ୍ସ,ଆମେରିକା ଏବଂ ବ୍ରିଟେନ୍ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ମସୁଦକୁ ବିଶ୍ବର ଆତଙ୍କବାଦୀ ଘୋଷଣା କରିବାକୁ ପ୍ରସ୍ତାବ ଜାରି କରିଥିଲେ କିନ୍ତୁ ଚୀନ ଚତୁର୍ଥ ଥର ଏଥିରେ ବାଧା ସୃଷ୍ଟି କରିଥିଲା।

ମସୁଦ ଅଜହର ପାକିସ୍ତାନରେ ଅଛି ଏବଂ ଫେବୃୟାରୀ ୧୪ତାରିଖରେ ପୁଲଓ୍ବାମାର ସିଆରପିଏଫ ବାହିନୀ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଦୋଷୀ ଅଟେ।

   Related Posts