Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ସ୍ବାଧିନତା ସଂଗ୍ରାମୀ ମହେନ୍ଦ୍ର ମହାନ୍ତିଙ୍କର ୯୯ବର୍ଷ ବୟସରେ ପରଲୋକ

17/03/2019 at 5:11 PM

ବାଲେଶ୍ବର ୧୭|୩ : ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକ୍ ଭଗିଆ ଗ୍ରାମରେ ସ୍ବାଧିନତା ସଂଗ୍ରାମୀ ମହେନ୍ଦ୍ର ମହାନ୍ତିଙ୍କର ୯୯ବର୍ଷ ବୟସରେ ତାଙ୍କ ବାସଭବନରେ ପରଲୋକ ଘଟିଛି । ମହେନ୍ଦ୍ର ମହାନ୍ତି ୧୯୨୦ ମସିହାରେ ଜନ୍ମଗ୍ରହଣ କରିଥିଲେ । ମହାତ୍ମା ଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଇଂରେଜ ଶାସନ  ବିରୋଧରେ ଲଢେଇ କରି ବ୍ରହ୍ମପୁର ଜେଲରେ ୩ମାସ ୧୩ଦିନ କାରାଗାରରେ ଥିଲେ । ତାଙ୍କ ମୃତ୍ୟୁ ଖବର ପାଇ ସ୍ଥାନୀୟ ଅଚଂଳରେ ବିଭିନ୍ନ ବର୍ଗ ଲୋକମାନେ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ ।

   Related Posts