Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଶୁକ୍ରବାର, ୫ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

4/03/2021 at 6:26 PM

ମେଷ – କଥାରେ ମନ ମୋହିବେ, କିନ୍ତୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିପାରେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।


ବୃଷ – କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ମିଥୁନ – ମାଙ୍ଗଳିକ କାର୍ଯ୍ୟରେ ସାମୟିକ ସମସ୍ୟା ଦେଖା ଦେଲେ ବି ପରେ ତାହା ସଂପନ୍ନ ହେବ । ପରିବାରରେ ମତଭେଦ କାରଣରୁ କଳହ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।


କର୍କଟ – ଆଲୋଚନା ମଧ୍ୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ବିଶେଷ ଭ୍ରମଣ ହେତୁ ଆକସ୍ମିକ ଭାବରେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଇଚ୍ଛା ନ ଥାଇ ମଧ୍ୟ ଘର ଅପେକ୍ଷା ବାହାରେ ବେଶୀ ସମୟ କଟାଇବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।


କନ୍ୟା – ଆର୍ଥିକ ଅଭିବୃଦ୍ଧିରୁ କାମରେ ଅଗ୍ରଗତି ଘଟିବ । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କହିବାରେ ସଂଯମତା ରକ୍ଷା ନ କଲେ ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ହଜି ଯାଇପାରେ । ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।


ବିଛା – ଆଜିର କର୍ମକ୍ଷେତ୍ରରେ ସାହାର୍ଯ୍ୟ ସହଯୋଗର ଅଭାବ ରହିବ ନାହିଁ । ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ଶୁଭ ଅଙ୍କ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।


ଧନୁ – ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । ନିଜ ନିଜର ସ୍ୱାର୍ଥସାଧନ ମାନସରେ ନିଜ ଲୋକମାନେ ଦାଉ ସାଧିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।


ମକର – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।


କୁମ୍ଭ – ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଲାଭ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।


ମୀନ- ଭୋଗ ବିଳାସରେ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ରାଜନୀତିରେ ଦୃଢ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଉତ୍ତମ ଫଳ ପାଇବେ ।

   Related Posts