ଶୁକ୍ରବାର, ଦଶହରା ରାଶିଫଳ: କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ, ଦାମ୍ପତ୍ୟ ଜୀବନ ସୁଖମୟ

Published By : Prameya-News7 Bureau | October 14, 2021 IST

ମେଷ– ପିତାମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମିଥୁନ -ଅଧିକ ପରିଶ୍ରମ କରି ଉନ୍ନତିର ସୋପନ ଚଢିବେ । ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷାକରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତ୍ୟେକ କାର୍ଯ୍ୟରେ ସୁଖ ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ସିଂହ– ଆଶା କରୁଥିବା ସାହାର୍ଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ବିସ୍ତାର କରିବେ ।ଶୁଭଖବର ପାଇ ଖୁସି ହୋଇପାରନ୍ତି । ଯଶସ୍ୱୀ ହେବେ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୩ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

କନ୍ୟା– ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । କନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ବ୍ୟାୟାମ୍‌କରିବାଉଚିତ୍‌ ।

ତୁଳା–ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୪ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ବିଛା–କାର୍ଯ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ଯ୍ୟକରି କଷ୍ଟ ସହିବାକୁ ପଡିବ, ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟରୁ ଲାଭ ମିଳିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ଧନୁ –ଯାତ୍ରାକାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭଚିନ୍ତକମାନଙ୍କ ସହାୟତା ମିଳିବ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମକର–ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ -ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହ ମୁକ୍ତ ରହିବା ଆପଣଙ୍କ ପକ୍ଷେଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୁଖଭାରା ଦିନଟି ।
• ଚାଷୀ-ଜୈବିକ ସାରମାଟିରେ ବ୍ୟବହାର ଉଚିତ୍‌ ।

ମୀନ -ଯାତ୍ରାକାଳୀନ ସତର୍କତାଏକାନ୍ତ ଜରୁରୀ ।କାର୍ଯ୍ୟକ୍ଷେତ୍ରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.