ଶୁକ୍ରବାର ରାଶିଫଳ: କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହେବ, ପୂର୍ବରୁ ଥିବା ଜମି ବିବାଦ ତେଜି ଉଠିବ

Published By : Prameya-News7 Bureau | November 11, 2021 IST

ମେଷ–କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ, ଆର୍ଥିକ କ୍ଷେତ୍ରରେ ଉନ୍ନତି । ଉଜ୍ଜ୍ୱଳ ଭବିଷ୍ୟତର ପରିକଳ୍ପନା, ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ– ନୂତନ କର୍ମସଂସ୍ଥାନ ସ୍ଥିର ଏବଂ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ ।ବହୁ ଦିନରୁ ଚାଲିଥିବା ଯୋଜନା କାର୍ଯ୍ୟକାରୀ ହୋଇଯିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ - ଉଚ୍ଚ ଭାବନାଜାଗ୍ରତ ଓ ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ସତ୍ୟପଥରେ ଯାତ୍ରା କରିବେ । ପାରିବାରିକ ସମ୍ପର୍କରେ କଟୁତା ଆସିପାରେ ସେଥିପାଇଁ କ୍ରୋଧ କରିବେ ନାହିଁ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ ଲାଲ । ଶୁଭ ଅଙ୍କ ୭ ।
• ଚାଷୀ-ଚାଷରେଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

କର୍କଟ–ଉଚିତ ମାର୍ଗ ଅନୁସନ୍ଧାନ କରିବେ । ବାଣିଜ୍ୟ କ୍ଷେତ୍ରରେ ସଫଳତା ଓ ପାରିବାରିକ କ୍ଷେତ୍ରରେସଫଳତା ପାଇବେ । ଛାତ୍ରଛାତ୍ରୀମାନେ ଜ୍ଞାନ, ଗବେଷଣା ଦିଗରେ ଅଗ୍ରଗତି ପାଇଁ ଚେଷ୍ଟାରତ ରହିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ସିଂହ – ନୂତନ ଦିଗରୁ ଧନଲାଭ ହେବ । ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଲାଗି ବହୁତ ଚେଷ୍ଟା କରିବେ । ନୂତନ ଅନୁଷ୍ଠାନରେ ଯୋଗ ଦେବେ । ବନ୍ଧୁମାନଙ୍କର ହିତ ଲାଗି କାମ କରିବେ । ମହିଳାମାନେ ଶୁଭଖବର ପାଇବେ । ଶୁଭରଙ୍ଗ ବାଦାମୀ ।ଶୁଭ ଅଙ୍କ ୩ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା –ଉଜ୍ଜଳ ଭବିଷ୍ୟତ କଳ୍ପନା କରିବେ । ବ୍ୟବସାୟରେ ଉନ୍ନତି ଓ ଜ୍ଞାନ ଗବେଷଣା କ୍ଷେତ୍ରରେ ଉନ୍ନତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇପାରେ । ଆଇନ ଅଦାଲତରେ ସଫଳତା ପାଇବେ । ଶତ୍ରୁମାନେ ଦୁର୍ବଳ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା– ଦୂରସ୍ଥାନ ଭ୍ରମଣ ଓ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଦାୟୀତ୍ୱ ଗ୍ରହଣ କରିବେ । ପ୍ରଶାସନ, ଶିକ୍ଷା, ଶିଳ୍ପ, ପରିବହନ, ପ୍ରକାଶନ କ୍ଷେତ୍ରରେ ସଫଳତା ପାଇବେ । ନୂତନ ଯାଗାବାଡି କିଣିବାକୁ ଚାହିଁବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା–କର୍ମକ୍ଷେତ୍ରରେ କେତେକ ସମସ୍ୟା ସୃଷ୍ଟି ହେବ । ବାଣିଜ୍ୟରେ ଉନ୍ନତି ସହ ନିଜଲୋକ ବିରୁଦ୍ଧାଚରଣ କରିବେ । ଆର୍ଥିକ ସ୍ଥିତି ସୁଧୁରିବ । ପୂର୍ବରୁ ଥିବା ଭୂମି ବିବାଦ ତେଜି ଉଠିବ । ପଡୋଶୀ ସମ୍ପର୍କ ମଧୁର ହୋଇପାରେ । ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୪ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –କର୍ମକ୍ଷେତ୍ରରେ ସଫଳତା ଓ ବାଣିଜ୍ୟରେ ପ୍ରତିବନ୍ଧକ ସତ୍ତେ୍ୱ ଆପଣଙ୍କର ଉନ୍ନତି ହେବ । କପା ବ୍ୟବସାୟରେ ଉନ୍ନତି କରିବେ । ନିଜର କର୍ମବଳରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ-ଚାଷକାର୍ଯ୍ୟରେଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ମକର–ବଡଧରଣର କାର୍ଯ୍ୟରେ ବିଜୟୀ ହେବେ । ନିଜର କୃତିତ୍ୱ ବଳରେ କର୍ମକ୍ଷେତ୍ରରେ ସଫଳତା ପାଇବେ । ପ୍ରଶାସନିକ କ୍ଷେତ୍ରରେ ଉନ୍ନତି ଓ ଆର୍ଥିକ ସ୍ଥିତି ବଳବାନ ହେବ । ମହିଳାମାନେ ଘରକାମରେ ସଫଳତା ପାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ

କୁମ୍ଭ - ନିଜର କୃତିତ୍ୱ, କର୍ମନିଷ୍ଠା ଓ ଚେଷ୍ଟା ବଳରେ ସମସ୍ୟାର ସମାଧାନ କରିବେ । ପାରିବାରିକ ସମ୍ପର୍କ ମଧୁର ହେବ । ନୂତନ ଦାୟୀତ୍ୱ ଗ୍ରହଣ କରିବେ । ପାରିବାରିକ ସମ୍ପର୍କ ମଧୁରହେବ । ଆର୍ଥିକ ସ୍ଥିତି ବଳବାନ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ନୂତନ ଦାୟୀତ୍ୱ ଗ୍ରହଣ କରିବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ ।ସାହିତ୍ୟ,କଳା, ସଂସ୍କୃତି କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ମିଳିବ ।ଜନମଙ୍ଗଳ କାର୍ଯ୍ୟରେ ମନ ଦେବେ । ଶୁଭରଙ୍ଗ ଗୋଲାପି । ଶୁଭ ଅଙ୍କ ୬ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.