ଶୁକ୍ରବାର ରାଶିଫଳ: ଏହି ରାଶି ବ୍ୟକ୍ତି ବିବାଦରେ ଜିତାପଟ ନେବେ, କର୍ମକ୍ଷେତ୍ରରେ ସଫଳତା ପାଇବେ

Published By : Prameya-News7 Bureau | November 25, 2021 IST

ମେଷ–କର୍ମକ୍ଷେତ୍ରରେ ସଫଳତା । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ ।ସାଂସାରିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ସାହିତ୍ୟ, କଳା, ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ଉଜ୍ଜ୍ୱଳଭବିଷ୍ୟତକଳ୍ପନାକରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ–ରାଜନୀତିରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି । ଉଦ୍‌ଯୋଗ ସିଦ୍ଧି ହେବ । କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ବହୁ ଦିନରୁ ଚାଲିଥିବା କାର୍ଯ୍ୟରେ ସଫଳତା ପାଇବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ ନାଲି । ଶୁଭ ଅଙ୍କ ୫ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ -କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ ।ବିବାଦରେ ଜିତାପଟ ନେବେ । ସାହିତ୍ୟ ,କଳା, ସଂସ୍କୃତି, ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ଶୁଭରଙ୍ଗ ବାଦାମୀ ।ଶୁଭ ଅଙ୍କ ୪ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କର୍କଟ– ନୂତନ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ବିଜୟୀ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି । ନିର୍ଦ୍ଦିଷ୍ଟ ଦିଗରୁ ଧନ ପ୍ରାପ୍ତିହେବ । ଜୀବନ ବୀମାରେ ଆଗେଇ ଯିବେ । ମହିଳାମାନେ କାର୍ଯ୍ୟରେ ସଫଳ ହେବେ । ଶୁଭରଙ୍ଗ କ୍ରୀମ । ଶୁଭ ଅଙ୍କ ୮ ।
• ଚାଷୀ-ଚାଷକାର୍ଯ୍ୟରେଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୁଖୀ ହେବେ ।

ସିଂହ –କର୍ମକ୍ଷେତ୍ରରେ ଅଗ୍ରଗତି କରିବେ । ବ୍ୟବସାୟରେ ଉନ୍ନତି ହେବ । ପ୍ରଶାସନ, ଶିକ୍ଷା, ଶିଳ୍ପ, ପରିବହନ କ୍ଷେତ୍ରରେ ସଫଳତା ପାଇବେ । ପଡୋଶୀମାନଙ୍କ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ବଳବାନ ହେବ । ଦିନଟି ଭଲରେ କଟିବ । ଶୁଭରଙ୍ଗ ସବୁଜ ।ଶୁଭ ଅଙ୍କ ୨ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

କନ୍ୟା –ବହୁତ ଦିନରୁ ଥିବାକର୍ମ ଯୋଜନାରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । କେତେକ ସମସ୍ୟା ଜାତ ହେବ ସେ ସବୁକୁ ସମାଧାନ କରିପାରନ୍ତି । ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଚାକିରୀକ୍ଷେତ୍ରରେ ଉନ୍ନତି ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ-ଧାର୍ମିକ ହେବେ ।

ତୁଳା- ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବେ । ବ୍ୟବସାୟରେ ଉନ୍ନତି । ବିବାଦରେ ଜିତାପଟ ନେବେ । କର୍ମକ୍ଷେତ୍ରରେ ସଫଳତା । ସହଯୋଗୀମାନେ ସହଯୋଗ କରିବେ । ନୂତନ ଯାଗାବାଡି ମିଳିବ । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଶୁଭରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
• ଗୃହିଣୀ- ସଦିଚ୍ଛାଭାବରହିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା–କର୍ମକ୍ଷେତ୍ରରେ ସଫଳତା । ବ୍ୟବସାୟରେ ଉନ୍ନତି । ସାହିତ୍ୟ,କଳା, ସଂସ୍କୃତି, ବିଜ୍ଞାନ କ୍ଷେତ୍ରରେ ସଫଳତା । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ଜ୍ଞାନ, ଗବେଷଣା ଦିଗରେ ସଫଳତା ପାଇବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ କ୍ରୀମ । ଶୁଭ ଅଙ୍କ ୬ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଉଦ୍‌ଯୋଗ ବଳରେ ର୍କର୍ମ ସିଦ୍ଧି ହେବ । ବ୍ୟବସାୟରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଉନ୍ନତି । ନୂତନ କାର୍ଯ୍ୟଭରା ଗ୍ରହଣ କରିବେ । ଆର୍ଥିକ ସ୍ଥିତି ବଳବାନ ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ମକର– ଯାନ୍ତ୍ରିକକ୍ଷେତ୍ରରେ ଅଗ୍ରଗତି କରିବେ । କମ୍ପ୍ୟୁଟର, ଇଣ୍ଟରନେଟ କ୍ଷେତ୍ରରେ ଲାଭବାନ୍‌ ହେବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ । ବନ୍ଧୁମିଳନ ହେବ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ । ଘରୋଇ କାମରେ ଅଗ୍ରଗତି କରିବେ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ -କର୍ମକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ଲାଭ ହେବ । ଆଇନ ଅଦାଲତରେ ସଫଳତା ପାଇବେ । ବାପା, ମାଆମାନେ ପିଲାମାନଙ୍କର ଉନ୍ନତି କରିବେ । ଶୁଭରଙ୍ଗ କଫି । ଶୁଭଅଙ୍କ ୧ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମୀନ - ଉଦ୍‌ଯୋଗୀ ହେବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁମିଳନ ହେବ । ଜ୍ଞାନ, ଗବେଷଣାରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.