ଫେବ୍ରୁଆରୀ ୨୬ ତାରିଖ ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ...

Published By : Prameya-News7 Bureau | February 26, 2021 IST

ମେଷ – ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁ ଆଜି ହଠାତ୍‌ କରିବାକୁ ମନ ବଳାଇବେ । ନିର୍ଦ୍ଦିଷ୍ଟ ସମୟରେ ବନ୍ଧୁଙ୍କ ଉପସ୍ଥିତିର ଅଭାବକୁ ନେଇ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।


ବୃଷ – ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକମାନେ କ୍ରମଶଃ ଦୂରେଇବାରେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି । ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆଜି କାମ ହାସଲ ସମ୍ପର୍କୀୟଙ୍କ ଆବଶ୍ୟକତା ଅନୁଭବ କରିବେ । ଜଣେ ବନ୍ଧୁଙ୍କ ଠାରୁ ହାତ ଉଧାରି ଟଙ୍କା ଆଣିପାରନ୍ତି । ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।


କର୍କଟ – ଆଜିର ଯାତ୍ରା ସମୟରେ ଅଜଣା ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଠିକ୍‌ ହେବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।


ସିଂହ – ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଚିନ୍ତାକୁଳ ହେବ । କାମଗୁଡିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।


କନ୍ୟା – କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ସମ୍ପର୍କିୟଙ୍କ ଭଲ କରିବାକୁ ଯାଇ କଷ୍ଟ ସ୍ୱୀକାର କରିବାକୁ ପଡିବ । ଧନ ହାନି ଘଟିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ମନରେ ବିଭିନ୍ନ ଭାବନା ହେତୁ ସବୁ ସମୟରେ ଆନମନା ରହିପାରନ୍ତି । ପରିବାରର ଅବସ୍ଥାକୁ ଦେକି ବ୍ୟବସ୍ଥା କରନ୍ତୁ, ନତୁବା ଅନାକାଂକ୍ଷିତ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ବିଛା – ସମସ୍ୟାର ଯଥାବିଧି ସମାଧାନ ପାଇଁ ତତ୍ପରତା ପ୍ରକାଶ କରି ସଫଳ ହେବେ । ଆକସ୍ମିକ ଭାବେ ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୮ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ – ଚିନ୍ତା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ ନାହିଁ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।


ମକର – ସ୍ୱାସ୍ଥ୍ୟ ସମସ୍ୟା ମନକୁ ବିଶେଷ ଭାବରେ ବିଚଳିତ କରିବାରେ ଆଶଙ୍କା ରହିଛି । ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ବାହାବା ନେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଗୃହିଣୀ- ଧାର୍ମିକ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଉତ୍ତମ ଫଳ ପାଇବେ ।


କୁମ୍ଭ – ଆର୍ଥିକ ପ୍ରଗତି କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବାରେ ସାହାର୍ଯ୍ୟ କରିବ । ମାଙ୍ଗଳିକ କାମ ପ୍ରସ୍ତୁତିରେ ପ୍ରତିବେଶୀଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


ମୀନ- ବହୁତ ପରିଶ୍ରମ କରିବା କାରଣରୁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ଅବହେଳା ଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରି ପାରନ୍ତି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.