Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

12/11/2020 at 5:43 PM

ଭୁବନେଶ୍ବର ୧୨/୧୧: ମେଷ – ଶନି ଏବଂ ମଙ୍ଗଳଙ୍କ ଯୋଗୁ ଆଜି ପ୍ରତ୍ୟେକ କ୍ଷେତ୍ରରେ ଗରମ ମିଜାଜରେ କାମ କରିବାକୁ ପଡିବ । କାର୍ଯ୍ୟ ହାସଲ କରିବାରେ ସଫଳ ହେବେ କିନ୍ତୁ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ରୋହିଣୀ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ପୁନର୍ବସୁ ନକ୍ଷତ୍ର ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ । ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ପଦସ୍ଥବ୍ୟକ୍ତିଙ୍କ ସାହାର୍ଯ୍ୟରୁ କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍‌ଫୁଲ୍ଲିତ ହେବେ । ଅଶ୍ଳେଷା ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଦିନ ମଧ୍ୟରେ ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍ ବ୍ୟବହାର କରିପାରିବେ ନାହିଁ । ଉତ୍ତରାଫାଲଗୁନୀ ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ସ୍ୱାତି ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ବିଛା – ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ଆପଣଙ୍କ ସକାଶେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କିନ୍ତୁ ସାଧାରନ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଅଭାବ ଥିଲେ କ’ଣ ହେଲା ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସଭାସମିତି, ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଗତକାଲିର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ଶତ୍ରୁ ଉପଦବ୍ର ସମ୍ପର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ  – ବିଭିନ୍ନ ପ୍ରକାରର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ । ଶିକ୍ଷାକ୍ଷେତ୍ର, ସରକାରି କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଲେଖାପଢା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।ତ୍ତଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

   Related Posts