ଜୁନ ୪ ତାରିଖ, ଶୁକ୍ରବାର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 03, 2021 IST

ମେଷ – ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଧାର୍ମିକ ମନୋବୃତ୍ତିର ହୋଇପାରନ୍ତି । ମିଷ୍ଟଭାଷୀ ଓ ବନ୍ଧୁପ୍ରେମୀ ହେବେ । ଥଣ୍ଡା କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ – ଲୋଭଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ଓ ଏକପତ୍ନୀ ବ୍ରତଧାରୀ ହେବେ । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । ଅଠର ବର୍ଷରେ ଧନ ରୋଜଗାର କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ - ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – କୌଣସି ସ୍ଥାନରେ କିଛି ସମୟ ପାଇଁ ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା କଫ ଜନିତ ସାମାନ୍ୟ କଷ୍ଟ ଭୋଗ କରିପାରନ୍ତି । ସାହସର ସହିତ କାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ବିଭିନ୍ନ ଦିଗରୁ ଧନ ପ୍ରାପ୍ତର ସୂଚନା ମିଳୁଛି । ଯଶସ୍ୱୀ ଓ ଚଞ୍ଚଳ ପ୍ରକୃତିର ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଘାତଚନ୍ଦ୍ର ଭୋଗ ହେତୁ ସାବଧାନତାର ସହ ଚଳିବାକୁ ପଡିବ । କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ହେବେ । ବ୍ୟବସାୟ ଜୀବନଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ମନ ପ୍ରସନ୍ନ ରହିବ । ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍ ଓ ଭାଗ୍ୟଶାଳୀ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – ଈର୍ଷା ପରାୟଣ ହେବାକୁ ବାଧ୍ୟ-ବାଧକତା’ର ସମ୍ମୁଖୀନ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ମିତ୍ରମାନେ କରଛାଡ ହେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ବେଳେବେଳେ ମନରେ ଅହଂଭାବ ଆସିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ବେଳେବେଳେ ମନରେ ଦୁର୍ଭାବନା ଜାତ , ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁପୀଡା ଅନୁଭବ କରିବେ । ଭାଇମାନଙ୍କ ପ୍ରତି ସ୍ନେହ-ଶ୍ରଦ୍ଧାଭାବ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ - କାର୍ଯ୍ୟ ଆରମ୍ଭ ପୂର୍ବରୁ ପରାମର୍ଶ ନେଲେ ସଫଳତା ପାଇବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - କଳହ ଠାରୁ ଦୂରେଇ ରହିବେ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକାଶ ଘଟାଇ ପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କ୍ଷେତ୍ର ଉପରେ ଯତ୍ନବାନ ହୁଅନ୍ତୁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.