ଶୁକ୍ରବାର ରାଶିଫଳ: ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 10, 2020 IST

ମେଷ – ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ଘର କଥା ହେଉ କିମ୍ବା  କର୍ମକ୍ଷେତ୍ର କଥା ହେଉ ସବୁ କାମ ରେ ବାଧା ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଆଜି ଆପଣ ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମାନେଇ ନିଜ କାମରେ ଲଗାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ଟଙ୍କା ପାଇସାର ଭୁଲ୍ ହିସାବରୁ , ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ, ଦେବା ନେବା କ୍ଷେତ୍ରରେ ଝମେଲାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ବହୁ ଦିଗରୁ ସହ-ଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ଆଜିର ପରିସ୍ଥିତି ଓ ରହିଥିବା ପରିବେଶ ଆପଣଙ୍କ କାମକୁ ସହଜରେ କରାଇ ଦେବ ନାହିଁ । ଗତକାଲି  ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ । ଶୁଭ ରଙ୍ଗ ୫ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା – ଆଜି ଆପଣ ଯାହାକୁ ଯାହା କହିବେ କିମ୍ବା କରିବେ । ସବୁ ଭାବିଚିନ୍ତି କରନ୍ତୁ । ନତୁବା ପରିସ୍ଥିତି ଭିନ୍ନ ରୂପ ପରିଗ୍ରହ କରିବ । ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – କର୍ମ କ୍ଷେତ୍ରରେ ଅଥବା ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି । ପିଲା ମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗା-ଯୋଗ କରି କୃତ କାର୍ଯ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ  - ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧୀ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ - କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନ ଖୁସୀ ହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.