Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

1/10/2020 at 5:16 PM

ମେଷ – ଆଜି ଶନି ସହ ଚନ୍ଦ୍ର ଯୋଗରୁ ପାରିବାରିକ ସ୍ଥିତିକୁ ନେଇ ମାନସିକ ସ୍ଥିତି ଭଲ ରହିବ ନାହିଁ । ପରିବହନରେ ଶିଥିଳତା ଦେଖା ଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – କେତୁ ନକ୍ଷତ୍ରସ୍ଥ ଶୁକ୍ର ହେତୁ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ଲଘୁ କ୍ରୋଧ ସୃଷ୍ଟି କରିପାରେ । ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ମଙ୍ଗଳ ଦୃଷ୍ଟି ବୁଧ ହେତୁ ସାଧାରଣ ଘଟଣାରେ ଝଗଡା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଦୂରଯାତ୍ରା ଦୂରଯାତ୍ରା ଓ ବନ୍ଧୁ ମିଳନଜନିତ ସାମୟିକ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ରାଶିରେ ଶୁକ୍ରଙ୍କ ପ୍ରଭାବରେ ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଶୂକ୍ର ଓ ବୁଧଙ୍କ ପ୍ରଭାବରୁ କଳା, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ଓ ସାହିତ୍ୟ , ସାମ୍ବାଦିକତାରେ ପ୍ରଶଂସିତ ହେବେ । ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସଙ୍ଗକୁ ସାମଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଦୁର୍ବଳ ଭାଗ୍ୟାଧିପଜନିତ ପ୍ରତ୍ୟେକ କ୍ଷେତ୍ରର ପରିସ୍ଥିତି ଆପଣଙ୍କ ପାଇଁ ଅନୁକୂଳ ନ ହୋଇପାରେ । କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚା ଚାଷୀ- ଶ୍ରମ ସାର୍ଥକ ହେବ ।
ଚା ରୋଗୀ- ୟୋଗା କରନ୍ତୁ ।
ଚା ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ଚା କର୍ମଜୀବି- ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଚା ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ । ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରେ ଆସିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ବ୍ୟୟାସ୍ଥାନରୁ ଶନିଙ୍କ ଦୃଷ୍ଟି ପ୍ରଭାବରୁ ବିଗିଡି ଯାଉଥିବା ଯୋଜନା କ୍ରମଶଃ ସ୍ୱାଭାବିକ ହୋଇପାରେ । ଚିନ୍ତା କରିଥିବା କାମ ହଠାତ୍ ହୋଇଯିବାର ଆଶା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚା ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ଚା ରୋଗୀ-ସତର୍କତାର ଦିନ ।
ଚା ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ଚା କର୍ମଜୀବି- ପ୍ରମୋସନ୍ ମିଳିବ ।
ଚା ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଚା ଗୃହିଣୀ- ସୁଖୀ ହେବେ ।

ମୀନ – ଶନିଙ୍କ ଦୃଷ୍ଟିରୁ ବନ୍ଧୁ ସମ୍ପର୍କ କ୍ଷୁର୍ଣ୍ଣ ହୋଇପାରେ । ବନ୍ଧୁମାନଙ୍କ ପରାମର୍ଶ ଅନୁଶାରେ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

   Related Posts