ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 15, 2020 IST

ମେଷ – କୃତ୍ତିକା ନକ୍ଷତ୍ରର ବିଭିନ୍ନ ପ୍ରକାରର ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିିତିକୁ କଳୁଷିତ କରିଦେବ । ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ମୃଗଶିରା ନକ୍ଷତ୍ରର ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ । ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ୱାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମିଥୁନ - ଆଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ନ୍ଖକ୍ସ ନିଜ ଜିଦ୍‌ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।ଦ
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ପାଇଁ ବହୁ ପ୍ରଶଂସା କରିବେ । ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ସହ ଯୁକ୍ତି ଯୁକ୍ତ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ପୂର୍ବାଫାଲ୍‌ଗୁନୀର ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣି ଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । କାର୍ଯ୍ୟ ଦକ୍ଷତା ଓ କଥନଶୈଖୀରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖୀ ହେବେ ।

ତୁଳା – ସ୍ୱାତୀ ନକ୍ଷତ୍ର ପାଇଁ ଆତ୍ମୀୟମାନଙ୍କ ସହ-ଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ । ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହାଁଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଦଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଅନୁରାଧାର ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ । ଗୃହ କଳି ସମାଧାନ ହୋଇଯିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ପୂର୍ବାଷାଢା ନକ୍ଷତ୍ର ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଶ୍ରବଣା ନକ୍ଷତ୍ର ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକ ସାମ୍‌ନା କରିପାରନ୍ତି । ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ହେତୁ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ଧନିଷ୍ଠା ନକ୍ଷତ୍ର ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ । କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ - ଉତ୍ତରାଭାଦ୍ରବ ନକ୍ଷତ୍ରର ଅଫିସରେ ସାଧାରଣ କଥାକୁ କେନ୍ଦ୍ର କରି କଳହର ଆଶଙ୍କା ରହିଛି । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.