ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 17, 2020 IST

ମେଷ – ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ । ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ନିକଟସ୍ଥ ପାଖ ପଡୋଶୀମାନେ ସହାୟତା ଆଶା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।


ମିଥୁନ - କର୍ମକ୍ଷେତ୍ରରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।


କର୍କଟ – କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ଚା ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ । ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – କେତେକ ଦୀର୍ଘ ମିଆଦି ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ । ବ୍ୟବସାୟରେ ଓ ପରିବହନରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ବିଛା – ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୁରଣ ଦିଗରେ ଚେଷ୍ଟା କରିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନଚେତ୍ ପରେ ଚିନ୍ତା କରିବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜି ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ନ ହୋଇପାରେ । ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ - ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ - ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ସକାଶେ ବାଧ୍ୟ ହୋଇପାରନ୍ତି । ଅଫିସ୍ କାମର ଜଞ୍ଜାଳ ବୃଦ୍ଧି ପାଇପାରେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.