ଶୁକ୍ରବାର ରାଶିଫଳ: କେମିତି କଟିବ କାଲିର ଦିନ, ପୂଜା ପାଠରେ ବ୍ୟସ୍ତ ରହି

Published By : Prameya-News7 Bureau | September 09, 2021 IST

ମେଷ–ବୁଝି-ବିଚାରି କାର୍ଯ୍ୟ କରିବାକୁ ପଡିବ । ପରଚର୍ଚ୍ଚାରୁ ବିରତ ହେବା ଉଚିତ ।ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ନୃତ୍ୟ-ସଙ୍ଗୀତ ପ୍ରିୟ ହୋଇପାରନ୍ତି ।ସତ୍ୟାନୁରାଗୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଅସୁସ୍ଥ ଅନୁଭବକରିବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ–ଆର୍ଥିକ ସମସ୍ୟା ଯୋଗୁଁ ଅର୍ନ୍ତଦ୍ୱନ୍ଦ୍ୱ ଉପୁଜି ପାରେ । ଉଚ୍ଚ ଆଶା ଫଳବତୀ ହେବ । ସୁଖ-ଶାନ୍ତିରେ ଦିନଟି ଅତିବାହିତ କରିପାରନ୍ତି । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ ।ସକଳଗୁଣର ଆଧାର ହୋଇପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତାମିଳିବ ।
• କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମିଥୁନ - ଦିନଟି ଶୁଭଫଳ ଦାୟକହେବ । ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକକଲ୍ୟାଣକର କାର୍ଯ୍ୟରେ ଅଭିରୁଚିବଢିବ । ପାକକ୍ରିୟାଜନିତକେତେକସ୍ୱାସ୍ଥ୍ୟସମସ୍ୟା ଆସିବ ।ଶୁଭରଙ୍ଗଲାଲ୍‌ ।ଶୁଭ ଅଙ୍କ ୬ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ–ଖର୍ଚ୍ଚାନ୍ତ ଯୋଗ ଅଛି । ଯାନବାହନ ଯୁକ୍ତ ହୋଇପାରନ୍ତି । ରାଜପୂଜିତ ଓ ପରାକ୍ରମଶାଳୀ ହେବେ । ବିବାଦୀୟ ବିତର୍କ ଶୁଣିବେ, ମାତ୍ର ଭାଗ ନେବେ ନାହିଁ ।ସକଳ ଗୁଣ ଯୁକ୍ତ ଓ ସୁଖୀ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମାନସିକଶାନ୍ତି ପାଇବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-କୌଣସିସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ– ଧର୍ମ ଧାରଣାବଢିବ । ଅନ୍ତଃକରଣ ପବିତ୍ରରହିବ । ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗାକରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା–ସୁଯୋଗକୁ କରାୟତ୍ତ କରିବାକୁ ପଡିବ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସାମାନ୍ୟ ଶାରିରୀକ କ୍ଳେଶ ଭୋଗ କରିପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।


ତୁଳା–ଶ୍ରମ ସାର୍ଥକ ହେବ । ଆନନ୍ଦ,ଉତ୍ସବ ଲାଗି ରହିବ । ଧୈର୍ଯ୍ୟବାନ୍‌ ହେବେ । ମନ ପ୍ରସନ୍ନରହିବ । ସୁଖ-ଶାନ୍ତି ପାଇଁ ପୂଜାର୍ଚ୍ଚନା କରିପାରନ୍ତି । ସରକାରୀ ଅର୍ଥ ମିଳିପାରେ । କୀର୍ତ୍ତି, ସନ୍ତୋଷ ଓ ବହୁବିଧ ଧନ ମିଳିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ବିଛା– ଦୈହିକ କ୍ଳାନ୍ତି ଅବସାଦ ବଢିବ । ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭରଙ୍ଗ ଗାଢ ନୀଳ ।ଶୁଭ ଅଙ୍କ ୯ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ଧନୁ –ମିଳିଥିବା ସୁଯୋଗକୁ ହାତଛଡା କରିବେ ନାହିଁ । ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିପାରନ୍ତି । ପାରିବାରିକ ଜୀବନ ସୁଖପ୍ରଦ ହେବ । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ । ଅର୍ଥ ପ୍ରାପ୍ତିରସୂଚନା ମିଳୁଛି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମକର–କର୍ମକ୍ଷେତ୍ରରେ ମନୋମାଳିନ୍ୟ ଅଧିକ ରହିବ । କାର୍ଯ୍ୟ ବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ପ୍ରଚୁରଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କୁମ୍ଭ -ମନ୍ତ୍ରଣାଦାତା ଓ ଶତ୍ରୁଦମନରେସଫଳହେବେ । ସର୍ବ ସୁଖ ମିଳିପାରେ । ନୀତିବାଦୀ ଓ ଶାସ୍ତ୍ରାଭ୍ୟାସୀ ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ସ୍ତ୍ରୀ ଧନ ହେତୁ ସୁଖୀ ହୋଇପାରନ୍ତି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ରକ୍ତ ପ୍ରଦୂଷଣ ସମସ୍ୟା ଆସିପାରେ । ପାରିବାରିକ ବୁଝାମଣା ରହିବ ।ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତାବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ- ମାନସିକଶାନ୍ତି ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଉତ୍ତମ ଫଳ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.