Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆଜିଠାରୁ ଡିଭିଓଆର ମେସିନ କାର୍ଯ୍ୟକ୍ଷମ

5/08/2019 at 9:41 AM

ଝାରସୁଗୁଡା ୫/୮: ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆଜିଠାରୁ ଡିଭିଓଆର ମେସିନ କାର୍ଯ୍ୟକ୍ଷମ କରାଯିବ । ଏହା ଦ୍ବାରା ମେଘୁଆ ପାଗରେ ମଧ୍ୟ ବିମାନ ଅବତରଣ କରିବାରେ ଅସୁବିଧା ହେବନାହିଁ । ଏନେଇ ବିମାନ ବନ୍ଦର ନିର୍ଦ୍ଦେଶ ଏସ୍.କେ ଚୌହାନ ସୂଚନା ଦେଇଛନ୍ତି ।

ଗତ କିଛି ଦିନ ଧରି ମେଘୁଆ ପାଗ ଯୋଗୁ ଏଠାରେ ବିମାନ ଉଡାଣ ତଥା ଅବତରଣ ନେଇ ସମସ୍ୟା ଦେଖାଦେଉଥିଲା । ଏନେଇ ଯାତ୍ରୀମାନେ ଅସୁବିଧାର ସମୁଖିନ ଦେଉଥିଲେ । ଏହି ସମସ୍ୟା ସମାଧନ ପାଇଁ ଗତ ଫେବୃୟାରୀ ମାସରୁ ଡିଭିଓଆର ମେସିନ ଆସିଥିଲେ ହେଁ ଏହାକୁ କାର୍ଯ୍ଯକ୍ଷମ କରାଯାଇ ପାରୁନଥିଲା । ଏବେ ଏହାର ସମସ୍ତ ପ୍ରକ୍ରିୟା ଶେଷ ହୋଇଥିବାରୁ ଆଜିଠାରୁ କାର୍ଯ୍ୟକ୍ଷମ କରାଯିବ ।

   Related Posts