Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ପୋଡି ପାଉଁଶ ସବୁକିଛି

26/02/2021 at 5:47 PM

ଖୋର୍ଦ୍ଧା ୨୬।୨: ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଥିବା ଫଳ ଓ ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡିନଥିବା ବେଳେ ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ନିଆଁକୁ ଆୟତ୍ତ କରିବା ନେଇ ଦୁଇଟି ଦମକଳ ଗାଡି ନିୟୋଜିତ ହୋଇଥିବା ଜଣାପଡିଛି  ।

   Related Posts