Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଓଲଟିଲା ଫଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୨ ଆହତ : ରାସ୍ତାରେ ପଡିଥିବା ଫଳ ବୋହିନେଲେ ଲୋକେ

21/01/2021 at 12:22 PM

ଧର୍ମଗଡ ୨୧।୧: ଓଲଟିଲା ଫଳ ବୋଝେଇ ପିକଅପ ଭ୍ୟାନ୍ । ଦୁର୍ଘଟଣା ଫଳରେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କୋକସରା ଥାନା ୧୬ ନମ୍ବର ଜାତୀୟ ରାଜପଥ ଚିଲିଗୁଡା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଫଳ ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣାରେ ପିକଅପ ଭ୍ୟାନ୍ ଡ୍ରାଇଭର ମଳୟ ନାଏକ ଓ ହେଲପର ଆହତ ହୋଇଛନ୍ତି ।

ଖବର ପାଇ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁବାର ଦିନ ଭବାନୀପାଟଣାରୁ ନବରଙ୍ଗପୁର ଯାଉଥିବା ବେଳେ ପଛ ଚକା ଫାଟିବା ଯୋଗୁଁ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିବା ଜଣାପଡିଛି ।

   Related Posts