Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଓଡ଼ିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ଦେଇଛି ୭.୭୫ କୋଟି : ଧର୍ମେନ୍ଦ୍ର

7/10/2020 at 11:57 AM

ଭୁବନେଶ୍ୱର ୦୭।୧୦ : ଜାତୀୟ ମିଶନ ଅଧୀନରେ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଏବଂ ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକଙ୍କୁ ସଶକ୍ତ କରିବା ପାଇଁ ଗତ ୪ ବର୍ଷରେ ଓଡ଼ିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭.୭୫ କୋଟି ଟଙ୍କା ପ୍ରଦାନ କରାଯାଇଛି । ଏନେଇ ଟ୍ୱିଟ୍‌ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ଏହି ଆର୍ଥିକ ଅନୁଦାନ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଜଳବାୟୁ ପରିବର୍ତ୍ତନ ପ୍ରଭାବ, ପ୍ରାକୃତିକ ସମ୍ପଦର ସୁରକ୍ଷା, ଜୀବିକା ନିର୍ବାହ ଏବଂ ଓଡ଼ିଶା ସମେତ ଦେଶର ଜଙ୍ଗଲ ବାସିନ୍ଦା, ଜନଜାତି ଏବଂ ଗରିବ ଲୋକଙ୍କ ନିକଟରେ ବିକାଶ ପହଞ୍ଚିବା ପାଇଁ ଜଙ୍ଗଲ କୃଷିର ଅପାର ସମ୍ଭାବନା ରହିଛି ଶ୍ରୀ ପ୍ରଧାନ ଟ୍ୱିଟ୍‌ କରି କହିଛନ୍ତି ।

   Related Posts